ଲୂକ ଲିଖିତ ସୁସମାଚାର 22:21 - ଓଡିଆ ବାଇବେଲ21 କିନ୍ତୁ ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋ' ସହିତ ମେଜ ଉପରେ ଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)21 କିନ୍ତୁ ଦେଖ, ଯେ ମୋତେ ଶତ୍ରୁହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋʼ ସହିତ ମେଜ ଉପରେ ଅଛି। Viz kapitolaପବିତ୍ର ବାଇବଲ (CL) NT (BSI)21 “କିନ୍ତୁ ଦେଖ! ଯେ ମୋ’ ପ୍ରତି ବିଶ୍ୱାସଘାତକତା କରିବ, ସେ ଏହି ମେଜ ପାଖରେ ମୋ’ ସହିତ ଏଠାରେ ଅଛି! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କିନ୍ତୁ ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋʼ ସହିତ ମେଜ ଉପରେ ଅଛି। Viz kapitolaପବିତ୍ର ବାଇବଲ21 ଯୀଶୁ କହିଲେ, “ତୁମ୍ଭମାନଙ୍କ ଭିତରୁ ଜଣେ ଶୀଘ୍ର ମୋ’ ପ୍ରତି ବିଶ୍ୱାସଘାତକତା କରିବ। ତା'ର ହାତ ମୋ’ ହାତ ପାଖରେ ଏହି ଟେବୁଲ ଉପରେ ଅଛି। Viz kapitola |