ଲୂକ ଲିଖିତ ସୁସମାଚାର 22:35 - ଓଡିଆ ବାଇବେଲ35 ଆଉ, ସେ ସେମାନଙ୍କୁ କହିଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଟଙ୍କା ରଖିବା ମୁଣା, ଝୋଲି ଓ ଯୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା ? ସେମାନେ କହିଲେ, କିଛି ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)35 ଆଉ, ସେ ସେମାନଙ୍କୁ କହିଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଗାଞ୍ଜିଆ, ଝୋଲି ଓ ଯୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା? ସେମାନେ କହିଲେ, କିଛି ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)35 ତା’ପରେ ଯୀଶୁ ତାଙ୍କର ଶିଷ୍ୟମାନଙ୍କୁ ପଚାରିଲେ, “ମୁଁ ଯେତେବେଳେ ତୁମ୍ଭମାନଙ୍କୁ ସେ ସମୟରେ ଥଳୀ, ମୁଣି କିମ୍ବା ପାଦୁକା ବିନା ପଠାଇ ଥିଲି, ତୁମ୍ଭମାନଙ୍କର କିଛି ଅଭାବ ହୋଇଥିଲା କି?” ସେମାନେ ଉତ୍ତର ଦେଲେ, “ନା, କିଛି ହୋଇ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଆଉ, ସେ ସେମାନଙ୍କୁ କହିଲେ, “ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଗାଞ୍ଜିଆ, ଝୋଲି ଓ ଜୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା?” ସେମାନେ କହିଲେ, କିଛି ନାହିଁ। Viz kapitolaପବିତ୍ର ବାଇବଲ35 ତା'ପରେ ଯୀଶୁ ପ୍ରେରିତମାନଙ୍କୁ କହିଲେ, “ମୁଁ ଲୋକମାନଙ୍କ ନିକଟରେ ଉପଦେଶ ଦେବା ପାଇଁ ତୁମ୍ଭମାନଙ୍କୁ ପଠାଇଥିଲି। ମୁଁ ତୁମ୍ଭମାନଙ୍କୁ ଟଙ୍କା, ଥଳି ଓ ଜୋତା ବିନା ପଠାଇଥିଲି। ତୁମ୍ଭମାନଙ୍କର କୌଣସିଟିରେ ଅଭାବ ଥିଲା କି?” ପ୍ରେରିତମାନେ କହିଲେ, “ନା।” Viz kapitola |