Online Bible

- Reklamy -




ଲୂକ ଲିଖିତ ସୁସମାଚାର 22:37 - ଓଡିଆ ବାଇବେଲ

37 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେପରି ଶାସ୍ତ୍ରରେ ଲେଖାଅଛି, ତାହା ମୋଠାରେ ସିଦ୍ଧ ହେବା ଆବଶ୍ୟକ; ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ, ଯେଣୁ ମୋ ସମ୍ବନ୍ଧୀୟ କଥା ସିଦ୍ଧ ହେଉଅଛି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଅଧାର୍ମିକ-ମାନଙ୍କ ସହିତ ଗଣିତ ହେଲେ, ଏହି ଯେଉଁ ବାକ୍ୟ ଲେଖାଅଛି, ତାହା ମୋʼଠାରେ ସିଦ୍ଧ ହେବା ଆବଶ୍ୟକ; ଯେଣୁ ମୋʼ ସମ୍ଵନ୍ଧୀୟ କଥା ସିଦ୍ଧ ହେଉଅଛି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

37 କାରଣ ମୁଁ ତୁମ୍ଭମାନଙ୍କୁ କହୁଛି, ‘ସେ ଅପରାଧୀମାନଙ୍କ ସହ ସମଦଶା ଭୋଗ କଲେ’ ଧର୍ମଶାସ୍ତ୍ରରେ ଲିଖିତ ଏହି ଉକ୍ତି ମୋ’ଠାରେ ସଫଳ ହେବ; କାରଣ ମୋ’ ସମ୍ପର୍କରେ ଲିଖିତ ସମସ୍ତ ବିଷୟ ସଫଳ ହେବାକୁ ଯାଉଛି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେପରି ଶାସ୍ତ୍ରରେ ଲେଖାଅଛି, ‘ତାହା ମୋʼଠାରେ ସିଦ୍ଧ ହେବା ଆବଶ୍ୟକ; ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ,’ ଯେଣୁ ମୋ ସମ୍ବନ୍ଧୀୟ କଥା ସିଦ୍ଧ ହେଉଅଛି।”

Viz kapitola kopírovat

ପବିତ୍ର ବାଇବଲ

37 ଶାସ୍ତ୍ର କହେ: ‘ଲୋକମାନେ କହିଲେ ଯେ ସେ ଜଣେ ଅପରାଧୀ।’ ଏହି ଶାସ୍ତ୍ରର ବାକ୍ୟ ନିଶ୍ଚୟ ଘଟିବ, ଏହା ମୋ’ ବିଷୟରେ ଲେଖାଥିଲା ଏବଂ ଏହା ଏବେ ଘଟୁଛି।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 22:37

Následuj nás:

Reklamy


Reklamy