Online Bible

- Reklamy -




ଲୂକ ଲିଖିତ ସୁସମାଚାର 22:45 - ଓଡିଆ ବାଇବେଲ

45 ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

45 ଆଉ, ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

45 ପ୍ରାର୍ଥନାରୁ ଉଠି ସେ ଶିଷ୍ୟମାନଙ୍କ ନିକଟକୁ ଫେରି ଆସି ସେମାନଙ୍କୁ ଦୁଃଖରେ ଶୋଇ ଥିବାର ଦେଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ;

Viz kapitola kopírovat

ପବିତ୍ର ବାଇବଲ

45 ଯୀଶୁ ପ୍ରାର୍ଥନା କରିସାରି ଶିଷ୍ୟମାନଙ୍କ ପାଖକୁ ଫେରିଗଲେ। ସେମାନେ ସମସ୍ତେ ଶୋଇପଡ଼ିଥିଲେ, ସେମାନଙ୍କ ଦୁଃଖ ସେମାନଙ୍କୁ ବହୁତ କ୍ଳାନ୍ତ କରି ପକାଇଥିଲା।

Viz kapitola kopírovat




ଲୂକ ଲିଖିତ ସୁସମାଚାର 22:45

Následuj nás:

Reklamy


Reklamy