Online Bible

- Reklamy -




ଲୂକ ଲିଖିତ ସୁସମାଚାର 22:46 - ଓଡିଆ ବାଇବେଲ

46 ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛ ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

46 ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛଣ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

46 ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଶୋଇଛ? ତୁମ୍ଭେମାନେ ପରୀକ୍ଷାରେ ନ ପଡ଼ିବା ଲାଗି ଉଠି ପ୍ରାର୍ଥନା କର।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ପୁଣି, ସେ ସେମାନଙ୍କୁ କହିଲେ, “କାହିଁକି ଶୋଉଅଛ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର।”

Viz kapitola kopírovat

ପବିତ୍ର ବାଇବଲ

46 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଶୋଇ ପଡ଼ିଛ? ଉଠ ଓ ପରୀକ୍ଷାରେ ନ ପଡ଼ିବାକୁ ତଥା ଶକ୍ତିଲାଭ ପାଇଁ ପ୍ରାର୍ଥନା କର।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 22:46

Následuj nás:

Reklamy


Reklamy