ଲୂକ ଲିଖିତ ସୁସମାଚାର 22:49 - ଓଡିଆ ବାଇବେଲ49 ଏଥିରେ କ'ଣ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୁ, ଆମ୍ଭେମାନେ କ'ଣ ଖଡ଼୍ଗରେ ଆଘାତ କରିବା ? Viz kapitolaପବିତ୍ର ବାଇବଲ (Re-edited) - (BSI)49 ଏଥିରେ କଅଣ ଘଟିବ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୋ, ଆମ୍ଭେମାନେ କʼଣ ଖଡ଼୍ଗରେ ଆଘାତ କରିବା? Viz kapitolaପବିତ୍ର ବାଇବଲ (CL) NT (BSI)49 ଯାହା ଘଟିବାକୁ ଯାଉଛି, ତାହା ଦେଖି ଯୀଶୁଙ୍କ ସହିତ ଥିବା ଶିଷ୍ୟମାନେ ପଚାରିଲେ, “ପ୍ରଭୁ, ଆମେ କ’ଣ ଖଣ୍ଡା ବାହାର କରିବା?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ଏଥିରେ କଅଣ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୁ, ଆମ୍ଭେମାନେ କଅଣ ଖଡ୍ଗରେ ଆଘାତ କରିବା? Viz kapitolaପବିତ୍ର ବାଇବଲ49 ଯୀଶୁଙ୍କର ଶିଷ୍ୟମାନେ ମଧ୍ୟ ସେଠାରେ ଠିଆ ହୋଇଥିଲେ। ଯାହା ଘଟୁଥିଲା, ସେମାନେ ସେ ସବୁ ଦେଖୁଥିଲେ, ସେମାନେ ଯୀଶୁଙ୍କୁ କହିଲେ, “ପ୍ରଭୁ, ଆମ୍ଭେ କ’ଣ ଆମ୍ଭର ଖଣ୍ଡାର ପ୍ରୟୋଗ କରିବୁ?” Viz kapitola |