ଲୂକ ଲିଖିତ ସୁସମାଚାର 22:53 - ଓଡିଆ ବାଇବେଲ53 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ । Viz kapitolaପବିତ୍ର ବାଇବଲ (Re-edited) - (BSI)53 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋʼ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ, କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ। Viz kapitolaପବିତ୍ର ବାଇବଲ (CL) NT (BSI)53 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିଲି, କିନ୍ତୁ ତୁମ୍ଭେମାନେ ସେତେବେଳେ ମୋତେ ଧରିଲ ନାହିଁ, ଏହିକ୍ଷଣି ତୁମ୍ଭମାନଙ୍କର ସମୟ ଆସିଛି, କାରଣ ବର୍ତ୍ତମାନ ଅନ୍ଧକାରର ରାଜତ୍ୱ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ।” Viz kapitolaପବିତ୍ର ବାଇବଲ53 ମନ୍ଦିରରେ ମୁଁ ପ୍ରତ୍ୟେକ ଦିନ ତୁମ୍ଭମାନଙ୍କ ସହିତ ରହୁଥିଲି। ତୁମ୍ଭେମାନେ ମୋତେ ସେଠାରେ ବନ୍ଦୀ କରିନେବାକୁ କାହିଁକି ଚେଷ୍ଟା କଲ ନାହିଁ? କିନ୍ତୁ ଏହି ସମୟରେ ଆସିଛ ଯେତେବେଳେ ଅନ୍ଧକାର ରାଜତ୍ୱ କରିଥାଏ।” Viz kapitola |