Online Bible

- Reklamy -




ଲୂକ ଲିଖିତ ସୁସମାଚାର 22:55 - ଓଡିଆ ବାଇବେଲ

55 ଆଉ ସେମାନେ ଅଗଣା ମଧ୍ୟସ୍ଥଳରେ ନିଆଁ ଜାଳି ଏକାଠି ବସନ୍ତେ ପିତର ସେମାନଙ୍କ ମଧ୍ୟରେ ବସି ରହିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

55 ଆଉ, ସେମାନେ ପ୍ରାଙ୍ଗଣର ମଧ୍ୟସ୍ଥଳରେ ନିଆଁ ଜାଳି ଏକାଠି ବସନ୍ତେ, ପିତର ସେମାନଙ୍କ ମଧ୍ୟରେ ବସି ରହିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

55 ପ୍ରାଙ୍ଗଣ ମଝିରେ ନିଆଁ ଜାଳି ତା’ ଚାରିପଟେ ବସିଥିବା ଲୋକମାନଙ୍କ ସହିତ ପିତର ଯୋଗ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 ଆଉ ସେମାନେ ପ୍ରାଙ୍ଗଣ ମଧ୍ୟସ୍ଥଳରେ ନିଆଁ ଜାଳି ଏକାଠି ବସନ୍ତେ ପିତର ସେମାନଙ୍କ ମଧ୍ୟରେ ବସି ରହିଲେ।

Viz kapitola kopírovat

ପବିତ୍ର ବାଇବଲ

55 ସୈନ୍ୟମାନେ ଅଗଣା ମଝିରେ ନିଆଁ ଜାଳି ଏକାଠି ବସିଗଲେ। ପିତର ମଧ୍ୟ ସେମାନଙ୍କ ସହିତ ବସିଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 22:55

Následuj nás:

Reklamy


Reklamy