ଲୂକ ଲିଖିତ ସୁସମାଚାର 22:63 - ଓଡିଆ ବାଇବେଲ63 ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)63 ଆଉ, ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ, Viz kapitolaପବିତ୍ର ବାଇବଲ (CL) NT (BSI)63 ପ୍ରହରୀମାନେ ଯୀଶୁଙ୍କୁ ଥଟ୍ଟା ପରିହାସ କରି ମାଡ଼ ମାରିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT63 ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ, Viz kapitolaପବିତ୍ର ବାଇବଲ63-64 କେତେକ ଲୋକ ଯୀଶୁଙ୍କୁ ଜଗିଥିଲେ। ସେମାନେ ଯୀଶୁଙ୍କୁ ଥଟ୍ଟା କଲେ। ଯୀଶୁ ଯେପରି ସେମାନଙ୍କୁ ଦେଖି ନ ପାରନ୍ତି, ଏଥିପାଇଁ ସେମାନେ ତାହାଙ୍କ ମୁହଁ ଘୋଡ଼ାଇ ଦେଲେ। ସେମାନେ ଯୀଶୁଙ୍କୁ ପିଟିବାକୁ ଲାଗିଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ପରା ଭବିଷ୍ୟଦ୍ବକ୍ତା। କୁହ ତ ଦେଖି, ତୁମ୍ଭକୁ କିଏ ମାରିଲା? Viz kapitola |