ଲୂକ ଲିଖିତ ସୁସମାଚାର 22:69 - ଓଡିଆ ବାଇବେଲ69 କିନ୍ତୁ ଏହାପରେ ମନୁଷ୍ୟପୁତ୍ର ଈଶ୍ୱରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେବେ । Viz kapitolaପବିତ୍ର ବାଇବଲ (Re-edited) - (BSI)69 କିନ୍ତୁ ଅଦ୍ୟାବଧି ମନୁଷ୍ୟପୁତ୍ର ଈଶ୍ଵରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ହେବେ। Viz kapitolaପବିତ୍ର ବାଇବଲ (CL) NT (BSI)69 କିନ୍ତୁ ବର୍ତ୍ତମାନଠାରୁ ମନୁଷ୍ୟପୁତ୍ର ସର୍ବଶକ୍ତିମାନ୍ ଈଶ୍ୱରଙ୍କର ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ ହେବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT69 କିନ୍ତୁ ଏହାପରେ ମନୁଷ୍ୟପୁତ୍ର ଈଶ୍ବରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେବେ।” Viz kapitolaପବିତ୍ର ବାଇବଲ69 କିନ୍ତୁ ବର୍ତ୍ତମାନଠାରୁ ମନୁଷ୍ୟପୁତ୍ର ପରମେଶ୍ୱରଙ୍କ ସିଂହାସନରେ ଡାହାଣ ପଟେ ବସିବେ।” Viz kapitola |