ଲୂକ ଲିଖିତ ସୁସମାଚାର 23:11 - ଓଡିଆ ବାଇବେଲ11 ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ। Viz kapitolaପବିତ୍ର ବାଇବଲ (CL) NT (BSI)11 ହେରୋଦ ଓ ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପରିହାସ କରି ତାତ୍ସଲ୍ୟ କଲେ। ତା’ପରେ ସେମାନେ ତାଙ୍କୁ ଚକଚକିଆ ବସ୍ତ୍ର ପିନ୍ଧାଇ ଆଉ ଥରେ ପିଲାତଙ୍କ ନିକଟକୁ ପଠାଇଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ। Viz kapitolaପବିତ୍ର ବାଇବଲ11 ତା'ପରେ ହେରୋଦ ଓ ତାହାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପରିହାସ କଲେ। ତାହାଙ୍କୁ ରାଜକୀୟ ପୋଷାକ ପିନ୍ଧାଇ ଦେଇ ସେମାନେ ଉପହାସ କଲେ। ତା'ପରେ ହେରୋଦ ପୀଲାତଙ୍କୁ ପାଖକୁ ଯୀଶୁଙ୍କୁ ପଠାଇଲେ। Viz kapitola |