Online Bible

- Reklamy -




ଲୂକ ଲିଖିତ ସୁସମାଚାର 23:28 - ଓଡିଆ ବାଇବେଲ

28 କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, ଗୋ ଯିରୂଶାଲମର କନ୍ୟାମାନେ, ମୋ' ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, ଗୋ ଯିରୂଶାଲମର କନ୍ୟାମାନେ, ମୋʼ ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ଯୀଶୁ ବୁଲିପଡ଼ି ସେମାନଙ୍କୁ କହିଲେ, “ହେ ଯିରୂଶାଲମର କନ୍ୟାମାନେ, ମୋ’ ପାଇଁ କାନ୍ଦ ନାହିଁ, କିନ୍ତୁ ତୁମ ନିଜ ପାଇଁ ଓ ତୁମର ସନ୍ତାନମାନଙ୍କ ପାଇଁ କାନ୍ଦ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, “ଗୋ ଯିରୂଶାଲମ ସହରର କନ୍ୟାମାନେ, ମୋʼ ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;

Viz kapitola kopírovat

ପବିତ୍ର ବାଇବଲ

28 କିନ୍ତୁ ଯୀଶୁ ବୁଲିପଡ଼ି ସେହି ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ଯିରୁଶାଲମର ନାରୀଗଣ! ମୋ’ ପାଇଁ କାନ୍ଦ ନାହିଁ। ତୁମ୍ଭେମାନେ ନିଜ ପାଇଁ ଓ ନିଜ ପିଲାମାନଙ୍କ ପାଇଁ କାନ୍ଦ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 23:28

Následuj nás:

Reklamy


Reklamy