ଲୂକ ଲିଖିତ ସୁସମାଚାର 23:3 - ଓଡିଆ ବାଇବେଲ3 ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା ? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଥିରେ ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)3 ପିଲାତ ତାଙ୍କୁ ପଚାରିଲେ, “ତୁମେ କ’ଣ ଯିହୁଦୀମାନଙ୍କର ରାଜା?” ଯୀଶୁ ଉତ୍ତର ଦେଲେ, “ତୁମେ ତ କହୁଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।” Viz kapitolaପବିତ୍ର ବାଇବଲ3 ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?” ଯୀଶୁ ଉତ୍ତର ଦେଲେ, “ହଁ ତାହା ଠିକ୍ କଥା।” Viz kapitola |