ଲୂକ ଲିଖିତ ସୁସମାଚାର 23:31 - ଓଡିଆ ବାଇବେଲ31 କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କ'ଣ ନ ଘଟିବ ? Viz kapitolaପବିତ୍ର ବାଇବଲ (Re-edited) - (BSI)31 କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କଅଣ ନ ଘଟିବ? Viz kapitolaପବିତ୍ର ବାଇବଲ (CL) NT (BSI)31 କାରଣ ବୃକ୍ଷ ସତେଜ ଥିବା ସମୟରେ ଯଦି ଏହିପରି ଘଟଣାସବୁ ଘଟେ, ତାହା ଶୁଷ୍କ ହୋଇଗଲେ କ’ଣ ନ ହେବ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କଅଣ ନ ଘଟିବ?” Viz kapitolaପବିତ୍ର ବାଇବଲ31 ବର୍ତ୍ତମାନ ସମୟରେ ଯେତେବେଳେ ଜୀବନ ଭଲରେ କଟୁଛି, ସେତେବେଳେ ଲୋକେ ଯଦି ଏଭଳି ବ୍ୟବହାର କରିବେ, ତେବେ ଯେତେବେଳେ ଖରାପ ସମୟ ଆସିବ, ସେତେବେଳେ ଅବସ୍ଥା କ’ଣ ହେବ?” Viz kapitola |