ଲୂକ ଲିଖିତ ସୁସମାଚାର 23:33 - ଓଡିଆ ବାଇବେଲ33 ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଆଉ, ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ। Viz kapitolaପବିତ୍ର ବାଇବଲ (CL) NT (BSI)33 ସେମାନେ ସମସ୍ତେ ‘ଖପୁରି ସ୍ଥାନ’ ନାମକ ସ୍ଥାନରେ ପହଞ୍ଚିବା ପରେ ଯୀଶୁଙ୍କୁ ସେଠାରେ କ୍ରୁଶବିଦ୍ଧ କରାଗଲା ଏବଂ ଦୁଇ ଜଣ ଅପରାଧୀମାନଙ୍କ ମଧ୍ୟରୁ ଜଣକୁ ତାଙ୍କର ଡ଼ାହାଣ ପାଖରେ ଓ ଅନ୍ୟ ଜଣକୁ ତାଙ୍କର ବାମ ପାଖରେ କ୍ରୁଶବିଦ୍ଧ କରାଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ। Viz kapitolaପବିତ୍ର ବାଇବଲ33 ‘କପାଳ’ ନାମକ ସ୍ଥାନକୁ ଯୀଶୁ ଓ ସେହି ଦୁଇଜଣ ଅପରାଧୀଙ୍କୁ ମଧ୍ୟ ନିଆଗଲା। ସେଠାରେ ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ। ସେମାନେ ସେହି ଅପରାଧୀମାନଙ୍କ ମଧ୍ୟରୁ ଜଣକୁ ଯୀଶୁଙ୍କ ଡାହାଣ ପାଖରେ ଓ ଅନ୍ୟ ଜଣକୁ ଯୀଶୁଙ୍କ ବାମ ପାଖରେ ରଖିଲେ। Viz kapitola |