ଲୂକ ଲିଖିତ ସୁସମାଚାର 23:38 - ଓଡିଆ ବାଇବେଲ38 ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, "ଏ ଯିହୂଦୀମାନଙ୍କର ରାଜା ।" Viz kapitolaପବିତ୍ର ବାଇବଲ (Re-edited) - (BSI)38 ପୁଣି, ତାହାଙ୍କ ଊର୍ଦ୍ଧ୍ଵରେ ଏହି ଲିପି ମଧ୍ୟ ଲେଖାଥିଲା, ଏ ଯିହୁଦୀମାନଙ୍କର ରାଜା। Viz kapitolaପବିତ୍ର ବାଇବଲ (CL) NT (BSI)38 ତାଙ୍କ ମସ୍ତକର ଉଦ୍ଧ୍ୱର୍ରେ ଏକ ବିଜ୍ଞପ୍ତି ଝୁଲେଇ ଦିଆଯାଇଥିଲା। ସେଥିରେ ଲେଖାଯାଇଥିଲା। “ଏ ଇହୁଦୀମାନଙ୍କ ରାଜା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, “ଏ ଯିହୁଦୀମାନଙ୍କର ରାଜା।” Viz kapitolaପବିତ୍ର ବାଇବଲ38 କ୍ରୁଶରେ ଉପରି ଭାଗରେ ଲେଖା ଯାଇଥିଲା: “ଏ ଯିହୂଦୀମାନଙ୍କର ରାଜା।” Viz kapitola |