ଲୂକ ଲିଖିତ ସୁସମାଚାର 23:42 - ଓଡିଆ ବାଇବେଲ42 ପୁଣି, ସେ କହିଲା, ହେ ଯୀଶୁ , ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)42 ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ। Viz kapitolaପବିତ୍ର ବାଇବଲ (CL) NT (BSI)42 ପୁଣି ସେ ଯୀଶୁଙ୍କୁ କହିଲା, “ଯୀଶୁ, ଆପଣ ଯେତେବେଳେ ନିଜ ରାଜ୍ୟରେ ପ୍ରବେଶ କରିବେ, ଦୟା କରି ମୋତେ ସ୍ମରଣ କରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ। Viz kapitolaପବିତ୍ର ବାଇବଲ42 ତା'ପରେ ସେହି ଅପରାଧୀଟି ଯୀଶୁଙ୍କୁ କହିଲା, “ଯୀଶୁ, ଆପଣ ଯେତେବେଳେ ରାଜା ଭାବରେ ଆପଣଙ୍କ ଶାସନ ଆରମ୍ଭ କରିବେ, ସେତେବେଳେ ମୋତେ ମନେ ପକାଇବେ।” Viz kapitola |