Online Bible

- Reklamy -




ଲୂକ ଲିଖିତ ସୁସମାଚାର 23:47 - ଓଡିଆ ବାଇବେଲ

47 ଶତସେନାପତି ଏହି ଘଟଣା ଦେଖି ଈଶ୍ୱରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

47 ଶତସେନାପତି ଏହି ଘଟଣା ଦେଖି ଈଶ୍ଵରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

47 ସେନାଧ୍ୟକ୍ଷ ଏହି ଘଟଣା ଦେଖି ଈଶ୍ୱରଙ୍କ ପ୍ରଶଂସା କରି କହିଲେ, “ପ୍ରକୃତରେ ଏ ଜଣେ ମହାଧାର୍ମିକ ବ୍ୟକ୍ତି ଥିଲେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ଶତ-ସେନାପତି ଏହି ଘଟଣା ଦେଖି ଈଶ୍ବରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ।

Viz kapitola kopírovat

ପବିତ୍ର ବାଇବଲ

47 ସେନାଧ୍ୟକ୍ଷ ସେଠାରେ ଯାହା ଘଟିଲା, ଦେଖିଲେ। ସେ ଏହି କଥା କହି ପରମେଶ୍ୱରଙ୍କୁ ପ୍ରଶଂସା କଲେ, “ମୁଁ ଜାଣେ ଯେ, ଏହି ମନୁଷ୍ୟ ଜଣେ ଉତ୍ତମ ବ୍ୟକ୍ତି ଥିଲେ!”

Viz kapitola kopírovat




ଲୂକ ଲିଖିତ ସୁସମାଚାର 23:47

Následuj nás:

Reklamy


Reklamy