Online Bible

- Reklamy -




ଲୂକ ଲିଖିତ ସୁସମାଚାର 23:48 - ଓଡିଆ ବାଇବେଲ

48 ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହି ସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

48 ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହିସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

48 ସେଠାରେ ରୁଣ୍ଡ ହୋଇଥିବା ଲୋକମାନେ ସମସ୍ତେ ଏହି ଘଟଣା ଦେଖି ଦୁଃଖାଭିଭୂତ ହେଲେ ଓ ବକ୍ଷାଘାତ କରି ଗୃହକୁ ଫେରିଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହିସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ

48 ଅନେକ ଲୋକ ଏହି ଘଟଣା ଦେଖିବାକୁ ନଗରରୁ ବାହାରି ଆସିଥିଲେ। ଏସବୁ ଦେଖି ସେମାନେ ଅତ୍ୟନ୍ତ ଦୁଃଖ ପ୍ରକାଶ କଲେ ଏବଂ ଶେଷରେ ସେମାନେ ଫେରିଗଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 23:48

Následuj nás:

Reklamy


Reklamy