Online Bible

- Reklamy -




ଲୂକ ଲିଖିତ ସୁସମାଚାର 23:50 - ଓଡିଆ ବାଇବେଲ

50 ଆଉ ଦେଖ, ଯିହୂଦୀମାନଙ୍କର ହାରାମାଥୀୟା ନଗରର ଯୋଷେଫ ନାମକ ଜଣେ ବ୍ୟକ୍ତି ମହାସଭାର ସଭ୍ୟ ଥିଲେ; ସେ ଜଣେ ଉତ୍ତମ ଓ ଧାର୍ମିକ ଲୋକ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

50 ଆଉ ଦେଖ, ଯିହୁଦୀମାନଙ୍କର ହାରାମାଥୀୟା ନଗରର ଯୋଷେଫ ନାମକ ଜଣେ ବ୍ୟକ୍ତି ମହାସଭାର ସଭ୍ୟ ଥିଲେ; ସେ ଜଣେ ଉତ୍ତମ ଓ ଧାର୍ମିକ ଲୋକ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

50-51 ଯିହୂଦାର ଅରିମଥୀୟ ନାମକ ଗ୍ରାମର ଯୋସେଫ ବୋଲି ଜଣେ ଲୋକ ଥିଲେ। ସେ ଜଣେ ଧାର୍ମିକ ଓ ସମ୍ମାନାସ୍ପଦ ଲୋକ ଥିଲେ ଏବଂ ଈଶ୍ୱରଙ୍କ ରାଜ୍ୟର ଆଗମନକୁ ଅପେକ୍ଷା କରୁଥିଲେ। ମହାସଭାର ଜଣେ ସଭ୍ୟ ଥିଲେ ସୁଦ୍ଧା, ସେ ସେମାନଙ୍କର ନିଷ୍ପତ୍ତି ଓ କାର୍ଯ୍ୟ ସହିତ ଏକମତ ନ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ଆଉ ଦେଖ, ଯିହୂଦିୟା ପ୍ରଦେଶରେ ହାରାମାଥୀୟା ନଗରର ଯୋଷେଫ ନାମକ ଜଣେ ବ୍ୟକ୍ତି ଯିହୁଦୀମାନଙ୍କର ମହାସଭାର ସଭ୍ୟ ଥିଲେ; ସେ ଜଣେ ଉତ୍ତମ ଓ ଧାର୍ମିକ ଲୋକ,

Viz kapitola kopírovat

ପବିତ୍ର ବାଇବଲ

50-51 ଯିହୂଦୀମାନଙ୍କର ହାରାମାଥୀୟା ନଗରର ଜଣେ ଲୋକ ସେଠାରେ ଥିଲେ। ତାହାଙ୍କ ନାମ ଯୋଷେଫ। ସେ ଯିହୂଦୀ ମହାସଭାର ଜଣେ ସଦସ୍ୟ ଥିଲେ। ସେ ଜଣ ଉତ୍ତମ ଓ ଧାର୍ମିକ ଲୋକଥିଲେ। ସେ ପରମେଶ୍ୱରଙ୍କ ରାଜ୍ୟକୁ ଅପେକ୍ଷା କରୁଥିଲେ। ଅନ୍ୟ ଯିହୂଦୀ ନେତାମାନେ ଯୀଶୁଙ୍କୁ ହତ୍ୟା କରିବାକୁ ସ୍ଥିର କଲାବେଳେ ସେ ସେଥିରେ ରାଜି ହୋଇ ନ ଥିଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 23:50

Následuj nás:

Reklamy


Reklamy