Online Bible

- Reklamy -




ଲୂକ ଲିଖିତ ସୁସମାଚାର 23:55 - ଓଡିଆ ବାଇବେଲ

55 ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

55 ଆଉ, ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧିକି ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

55 ଯୀଶୁଙ୍କୁ ଅନୁଗମନ କରିଥିବା ଗାଲିଲୀର ସ୍ତ୍ରୀ ଲୋକମାନେ ଯୋସେଫଙ୍କ ସହିତ ସମାଧିକୁ ଯାଇ ଯୀଶୁଙ୍କ ଶୀରରକୁ ସେଥିରେ କିପରି ରଖାଗଲା, ତାହା ଦେଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,

Viz kapitola kopírovat

ପବିତ୍ର ବାଇବଲ

55 ଯେଉଁ ସ୍ତ୍ରୀ ଲୋକମାନେ ଯୀଶୁଙ୍କୁ ଅନୁସରଣ କରି ତାହାଙ୍କ ସହିତ ଗାଲିଲୀରୁ ଆସିଥିଲେ, ସେମାନେ ଯୋଷେଫ ପଛେ ପଛେ ଗଲେ। ସେମାନେ ଯାଇ କବରଟି ଦେଖିଲେ। ଭିତରେ ଯେଉଁ ସ୍ଥାନରେ ଶରୀରଟି ରଖାଗଲା, ସେହି ସ୍ଥାନଟି ମଧ୍ୟ ସେମାନେ ଦେଖିଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 23:55

Následuj nás:

Reklamy


Reklamy