Online Bible

- Reklamy -




ଲୂକ ଲିଖିତ ସୁସମାଚାର 24:18 - ଓଡିଆ ବାଇବେଲ

18 ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କ'ଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଆଉ, ସେମାନଙ୍କ ମଧ୍ୟରୁ କ୍ଳେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 ସେମାନଙ୍କ ମଧ୍ୟରୁ କ୍ଲିପୟା ନାମକ ଜଣେ ତାଙ୍କୁ ପଚାରିଲେ, “ଯିରୂଶାଲମରୁ ଆସିଥିବା ଲୋକମାନଙ୍କ ମଧ୍ୟରୁ ଆପଣ କ’ଣ ଏକାକୀ ସେ ସ୍ଥାନରେ ଗତ କେତେ ଦିନର ଘଟଣା ଜାଣନ୍ତି ନାହିଁ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ?

Viz kapitola kopírovat

ପବିତ୍ର ବାଇବଲ

18 ତାହାଙ୍କ ଭିତରୁ କ୍ଲେୟପା ନାମକ ଲୋକଟି ଉତ୍ତର ଦେଲା, “ତୁମ୍ଭେ ଯିରୁଶାଲମଠାରେ ରହୁଥିବା ଜଣେ ମାତ୍ର ଲୋକ ଯେ କି ଗତ କେତେଦିନ ଭିତରେ ଘଟି ଯାଇଥିବା ଘଟଣାଗୁଡ଼ିକ ବିଷୟରେ କିଛି ଜାଣ ନାହଁ।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 24:18

Následuj nás:

Reklamy


Reklamy