ଲୂକ ଲିଖିତ ସୁସମାଚାର 24:23 - ଓଡିଆ ବାଇବେଲ23 ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆଉ ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)23 କିନ୍ତୁ ସେଠାରେ ତାଙ୍କର ଦେହ ନ ଥିଲା। ସେମାନେ କହିଲେ ଯେ ସମାଧିରୁ ଫେରିବାବେଳେ ସେମାନେ ସ୍ୱର୍ଗଦୂତମାନଙ୍କ ଦର୍ଶନ ପାଇଥିଲେ ଓ ସେହି ସ୍ୱର୍ଗଦୂତମାନେ ସେମାନଙ୍କୁ ସମ୍ବାଦ ଦେଲେ ଯେ ଯୀଶୁ ବର୍ତ୍ତମାନ ଜୀବିତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି। Viz kapitolaପବିତ୍ର ବାଇବଲ23 କିନ୍ତୁ ସେମାନେ ସେଠାରେ ଯୀଶୁଙ୍କ ଶରୀରକୁ ପାଇଲେ ନାହିଁ। ସେମାନେ ସେଠାରେ ସ୍ୱର୍ଗଦୂତଙ୍କୁ ଦର୍ଶନ କରିଥିବା କଥା ମଧ୍ୟ ଆମ୍ଭକୁ ଫେରି ଆସି କହିଲେ। ସ୍ୱର୍ଗଦୂତମାନେ ସେମାନଙ୍କୁ ଯୀଶୁ ଜୀବିତ ଥିବା କଥା କହିଥିଲେ। Viz kapitola |