ଲୂକ ଲିଖିତ ସୁସମାଚାର 24:28 - ଓଡିଆ ବାଇବେଲ28 ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)28 ଆଉ, ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ, ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ। Viz kapitolaପବିତ୍ର ବାଇବଲ (CL) NT (BSI)28 ଯେଉଁ ଗ୍ରାମକୁ ଯାଉଥିଲେ, ତାହାର ନିକଟବର୍ତ୍ତୀ ହେବାବେଳେ ସେମାନେ ଦେଖିଲେ ଯେ ଯୀଶୁ ଆଗକୁ ଯିବାକୁ ଚାହୁଁଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ। Viz kapitolaପବିତ୍ର ବାଇବଲ28 ଯେଉଁ ଗାଁକୁ ସେମାନଙ୍କର ଯିବାକୁ ଥିଲା, ସେମାନେ ସେ ଗାଁକୁ ପାଖରେ ପହଞ୍ଚିଗଲେ। ଯୀଶୁ ସେମାନଙ୍କ ସହିତ ଏଭଳି ବ୍ୟବହାର କଲେ, ପ୍ରକୃତରେ ଯେପରି ତାହାଙ୍କର ଆଗକୁ ଯିବାକୁ ଦରକାର ଅଛି। Viz kapitola |