ଲୂକ ଲିଖିତ ସୁସମାଚାର 24:36 - ଓଡିଆ ବାଇବେଲ36 କିନ୍ତୁ ସେମାନେ ଏହି ସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)36 କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ (CL) NT (BSI)36 ସେହି ଦୁଇ ଜଣ ସେମାନଙ୍କୁ ଏ କଥା କହୁଥିବା ସମୟରେ, ହଠାତ୍ ପ୍ରଭୁ ନିଜେ ସେମାନଙ୍କ ମଧ୍ୟରେ ଆସି ଠିଆ ହେଲେ ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।” Viz kapitolaପବିତ୍ର ବାଇବଲ36 ଏହି ଦୁଇଜଣ ଲୋକ ଏହିସବୁ କଥା ବର୍ଣ୍ଣନା କରୁଥିବା ସମୟରେ ନିଜେ ଯୀଶୁ ଶିଷ୍ୟଦଳଙ୍କ ଭିତରେ ଠିଆ ହୋଇଥିଲେ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।” Viz kapitola |