ଲୂକ ଲିଖିତ ସୁସମାଚାର 24:37 - ଓଡିଆ ବାଇବେଲ37 ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)37 ମାତ୍ର ସେମାନେ ତ୍ରାସଯୁକ୍ତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)37 ସେମାନେ ଭୂତ ଦେଖୁଛନ୍ତି ଭାବି ଭୟଭୀତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ। Viz kapitolaପବିତ୍ର ବାଇବଲ37 ଏଥିରେ ଶିଷ୍ୟମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଡରିଗଲେ। ସେମାନେ ଭାବିଲେ ଯେ, ସେମାନେ ଗୋଟିଏ ଭୂତ ଦେଖୁଛନ୍ତି। Viz kapitola |