ଲୂକ ଲିଖିତ ସୁସମାଚାର 24:5 - ଓଡିଆ ବାଇବେଲ5 ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଚ୍ଛ ? Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ, ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ଵେଷଣ କରୁଅଛ? Viz kapitolaପବିତ୍ର ବାଇବଲ (CL) NT (BSI)5 ଭୟଭୀତ ହୋଇ ସ୍ତ୍ରୀ ଲୋକମାନେ ନତମସ୍ତକ ହୋଇ ଠିଆହେଲେ। ଦିବ୍ୟପୁରୁଷମାନେ ସେମାନଙ୍କୁ କହିଲେ, “ଯେ ଜୀବିତ, ତୁମ୍ଭେମାନେ ତାଙ୍କୁ ମୃତମାନଙ୍କ ମଧ୍ୟରେ କାହିଁକି ଖୋଜୁଛ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଛ? Viz kapitolaପବିତ୍ର ବାଇବଲ5 ସ୍ତ୍ରୀ ଲୋକମାନେ ଖୁବ୍ ଡରିଗଲେ। ସେମାନେ ତାହାଙ୍କର ମୁଣ୍ଡ ନୁଆଁଇଲେ। ସେହି ଦୁଇଜଣ ଦୂତ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଜଣେ ମୃତ ଲୋକକୁ ଏଠାରେ କାହିଁକି ଖୋଜୁଛ? ଏହା ତ ମୃତ ଲୋକମାନଙ୍କର ସ୍ଥାନ। Viz kapitola |