ଲୂକ ଲିଖିତ ସୁସମାଚାର 3:23 - ଓଡିଆ ବାଇବେଲ23 ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶି ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର, Viz kapitolaପବିତ୍ର ବାଇବଲ (Re-edited) - (BSI)23 ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର, Viz kapitolaପବିତ୍ର ବାଇବଲ (CL) NT (BSI)23 ଯୀଶୁ ତାଙ୍କର ସେବା କାର୍ଯ୍ୟ ଆରମ୍ଭ କରିବା ସମୟରେ ତାଙ୍କୁ ପ୍ରାୟ ତିରିଶ ବର୍ଷ ହୋଇଥିଲା। ସେ ଲୋକମାନଙ୍କ ନିକଟରେ ଯୋସେଫଙ୍କ ପୁତ୍ର ରୂପେ ପରିଚିତ ଥିଲେ। ଯୋସେଫ ହେଲୀଙ୍କ ପୁତ୍ର, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର, Viz kapitolaପବିତ୍ର ବାଇବଲ23 ଯୀଶୁ ଉପଦେଶ ପ୍ରଦାନ କାର୍ଯ୍ୟ ଆରମ୍ଭ କରିବା ବେଳକୁ ତାହାଙ୍କୁ ପ୍ରାୟ ତିରିଶ୍ ବର୍ଷ ବୟସ ହୋଇଥିଲା। ଲୋକଙ୍କ ଧାରଣା ଅନୁସାରେ ଯୀଶୁ ଯୋଷେଫଙ୍କ ପୁତ୍ର। ଯୋଷେଫ ଏଲୀଙ୍କ ପୁତ୍ର ଥିଲେ। Viz kapitola |