ଲୂକ ଲିଖିତ ସୁସମାଚାର 4:1 - ଓଡିଆ ବାଇବେଲ1 ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନରୁ ବାହୁଡ଼ିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ଵାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ କର୍ତ୍ତୃକ ପରୀକ୍ଷିତ ହେଉଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)1 ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନରୁ ଫେରିଲେ ଓ ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୋଇ ମରୁ ଅଞ୍ଚଳକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ। Viz kapitolaପବିତ୍ର ବାଇବଲ1 ଯୀଶୁ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇ ଯର୍ଦ୍ଦନ ନଦୀରୁ ବାହୁଡ଼ି ଆସିଲେ। ଆତ୍ମା ତାହାଙ୍କୁ ମରୁଭୂମିକୁ କଢ଼ାଇ ନେଇଗଲେ। Viz kapitola |