ଲୂକ ଲିଖିତ ସୁସମାଚାର 4:21 - ଓଡିଆ ବାଇବେଲ21 ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା । Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ ସଫଳ ହେଲା। Viz kapitolaପବିତ୍ର ବାଇବଲ (CL) NT (BSI)21 ସେତେବେଳେ ସେ ସେମାନଙ୍କୁ କହିଲେ, “ଧର୍ମଶାସ୍ତ୍ରରେ ଏହି ଯେଉଁ ଅଂଶ ଶୁଣିଲ, ତାହା ଆଜି ସଫଳ ହେଲା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, “ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା।” Viz kapitolaପବିତ୍ର ବାଇବଲ21 ଯୀଶୁ ସେମାନଙ୍କୁ କହିଲେ, “ମୁଁ ପୁସ୍ତକରୁ ଯେଉଁ ଅଂଶ ବର୍ତ୍ତମାନ ପାଠକଲି, ତାହା ତୁମ୍ଭେମାନେ ଶୁଣିଲା ବେଳେ ଶାସ୍ତ୍ରରେ ଏହି ବାକ୍ୟ ଏବେ ସଫଳ ହେଲା।” Viz kapitola |