ଲୂକ ଲିଖିତ ସୁସମାଚାର 4:34 - ଓଡିଆ ବାଇବେଲ34 ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କ'ଣ ଅଛି ? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କର ସେହି ପବିତ୍ର ବ୍ୟକ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)34 ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ଵରଙ୍କର ସେହି ପବିତ୍ର ବ୍ୟକ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)34 “ହେ ନାଜରିତର ଯୀଶୁ, ଆମଠ।।ରୁ ତୁମେ କ’ଣ ଚାହଁ? ତୁମେ କ’ଣ ଆମର ବିନା ସାଧନ କରିବା ପାଇଁ ଆସିଛ? ମୁଁ ଜାଣେ, ତୁମେ କିଏ: ତୁମେ ଈଶ୍ୱରଙ୍କର ପବିତ୍ର ଦୂତ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କର ସେହି ପବିତ୍ର ବ୍ୟକ୍ତି। Viz kapitolaପବିତ୍ର ବାଇବଲ34 “ହେ ନାଜରିତର ଯୀଶୁ! ତୁମ୍ଭେ ଆମ୍ଭମାନଙ୍କଠାରୁ କ’ଣ ଗ୍ଭହୁଁଛ? ତୁମ୍ଭେ କ’ଣ ଆମ୍ଭମାନଙ୍କୁ ଧ୍ୱଂସ କରିଦେବାକୁ ଆସିଛ? ମୁଁ ଜାଣିଛି ତୁମ୍ଭେ କିଏ ତୁମ୍ଭେ ପରମେଶ୍ୱରଙ୍କ ସେହି ପବିତ୍ର ବ୍ୟକ୍ତି।” Viz kapitola |