ଲୂକ ଲିଖିତ ସୁସମାଚାର 4:6 - ଓଡିଆ ବାଇବେଲ6 ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଏୗଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ । Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଐଶ୍ଵର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ। Viz kapitolaପବିତ୍ର ବାଇବଲ (CL) NT (BSI)6 “ମୁଁ ତୁମକୁ ଏ ସମସ୍ତର କ୍ଷମତା ଓ ଧନ ସମ୍ପଦ ଦେବି, କାରଣ ଏସବୁ ମୋ’ ହସ୍ତରେ ନ୍ୟସ୍ତ ହୋଇଛି ଓ ମୋର ଯାହାକୁ ଇଚ୍ଛା, ତାହାକୁ ସବୁ ଦେଇ ପାରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଐଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ। Viz kapitolaପବିତ୍ର ବାଇବଲ6 ଶୟତାନ ଯୀଶୁଙ୍କୁ କହିଲା, “ମୁଁ ଏହିସବୁ ରାଜ୍ୟ ଏବଂ ସେମାନଙ୍କର ସମସ୍ତ କ୍ଷମତା ବିଭବ ତୁମ୍ଭକୁ ଦେଇଦେବି। ସେଗୁଡ଼ିକୁ ମୋତେ ଦିଆଯାଇଛି। ମୁଁ ଯାହାକୁ ଗ୍ଭହିଁବି, ତାହାକୁ ଏ ସମସ୍ତ ଦେଇ ପାରିବି। Viz kapitola |