ଲୂକ ଲିଖିତ ସୁସମାଚାର 4:7 - ଓଡିଆ ବାଇବେଲ7 ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ । Viz kapitolaପବିତ୍ର ବାଇବଲ (Re-edited) - (BSI)7 ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ। Viz kapitolaପବିତ୍ର ବାଇବଲ (CL) NT (BSI)7 ତୁମେ ଯଦି ମୋତେ ପୂଜା କରିବ, ତେବେ ଏସବୁ ତୁମର ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ। Viz kapitolaପବିତ୍ର ବାଇବଲ7 ତେବେ ଯଦି ତୁମ୍ଭେ ମୋତେ ଉପାସନା କରିବ, ତେବେ ମୁଁ ଏସବୁ ତୁମ୍ଭକୁ ଦେଇଦେବି।” Viz kapitola |