Online Bible

- Reklamy -




ଲୂକ ଲିଖିତ ସୁସମାଚାର 4:8 - ଓଡିଆ ବାଇବେଲ

8 ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣ ଈଶ୍ୱରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 ଯୀଶୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, ‘ତୁମର ପ୍ରଭୁ ଈଶ୍ୱରଙ୍କୁ କେବଳ ପୂଜା କର ଏବଂ କେବଳ ତାଙ୍କର ସେବା କର’।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣ ଈଶ୍ବରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ।’”

Viz kapitola kopírovat

ପବିତ୍ର ବାଇବଲ

8 ଯୀଶୁ ଉତ୍ତର ଦେଲେ, “ଶାସ୍ତ୍ରରେ ଲେଖାଅଛି: ‘ତୁମ୍ଭେ କେବଳ ନିଜ ପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କରିବ ଓ ତାହାଙ୍କର ଉପାସନା କରିବ।’”

Viz kapitola kopírovat




ଲୂକ ଲିଖିତ ସୁସମାଚାର 4:8

Následuj nás:

Reklamy


Reklamy