ଲୂକ ଲିଖିତ ସୁସମାଚାର 5:12 - ଓଡିଆ ବାଇବେଲ12 ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀଲୋକ ସେସ୍ଥାନରେ ଥିଲା; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହା ହେଲେ ମୋତେ ଶୁଚି କରି ପାରନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)12 ଥରେ ଯୀଶୁ ଗୋଟିଏ ସହରରେ ଥିବାବେଳେ, ଜଣେ କୁଷ୍ଠରୋଗୀ ତାଙ୍କ ଗୋଡ଼ ତଳେ ପଡ଼ି, ଅନୁନୟ କରି କହିଲା, “ମହାଶୟ, ଆପଣ ଚାହିଁଲେ ମୋତେ ସୁସ୍ଥ କରିପାରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି। Viz kapitolaପବିତ୍ର ବାଇବଲ12 ଥରେ ଯୀଶୁ ଗୋଟିଏ ନଗରରେ ଥିଲେ। ସେଠାରେ ଦେହସାରା କୁଷ୍ଠ ହୋଇ ଯାଇଥିବା ଲୋକଟିଏ ରହୁଥିଲା। ଯେତେବେଳେ ସେ ଯୀଶୁଙ୍କୁ ଦେଖିଲା, ତାହାଙ୍କୁ ପ୍ରଣାମ କରି ଅନୁରୋଧ କଲା, “ହେ ପ୍ରଭୁ! ମୋତେ ସୁସ୍ଥ କରିଦିଅ। ମୁଁ ଜାଣେ ଯେ ତୁମ୍ଭେ ଇଚ୍ଛା କଲେ ମୋତେ ସୁସ୍ଥ କରିଦେଇ ପାରିବ।” Viz kapitola |