ଲୂକ ଲିଖିତ ସୁସମାଚାର 5:20 - ଓଡିଆ ବାଇବେଲ20 ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, ହେ ମନୁଷ୍ୟ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେ ସେମାନଙ୍କର ବିଶ୍ଵାସ ଦେଖି କହିଲେ, ହେ ମନୁଷ୍ୟ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି। Viz kapitolaପବିତ୍ର ବାଇବଲ (CL) NT (BSI)20 ଯୀଶୁ ସେମାନଙ୍କର ଏହି ପ୍ରଗାଢ଼ ବିଶ୍ୱାସ ଦେଖି ରୋଗୀକୁ କହିଲେ, “ବନ୍ଧୁ, ତୁମର ପାପ ସବୁ କ୍ଷମା ହୋଇଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, “ହେ ବନ୍ଧୁ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି।” Viz kapitolaପବିତ୍ର ବାଇବଲ20 ସେହି ଲୋକମାନଙ୍କର ବିଶ୍ୱାସ ଦେଖି ଯୀଶୁ ସେହି ରୋଗୀଟିକୁ କହିଲେ, “ବନ୍ଧୁ! ତୁମ୍ଭର ପାପକ୍ଷମା କରି ଦିଆଗଲା।” Viz kapitola |