Online Bible

- Reklamy -




ଲୂକ ଲିଖିତ ସୁସମାଚାର 6:13 - ଓଡିଆ ବାଇବେଲ

13 ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ପ୍ରଭାତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ଦ୍ଵାଦଶ ଜଣଙ୍କୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ପରଦିନ ପ୍ରତ୍ୟୁଷରେ ତାଙ୍କର ଶିଷ୍ୟମାନଙ୍କୁ ପାଖକୁ ଡ଼ାକିଲେ ଓ ସେମାନଙ୍କ ମଧ୍ୟରୁ ବାର ଜଣଙ୍କୁ ମନୋନୀତ କରି “ପ୍ରେରିତ” ନାମ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ,

Viz kapitola kopírovat

ପବିତ୍ର ବାଇବଲ

13 ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଡାକିଲେ। ସେ ସେମାନଙ୍କ ମଧ୍ୟରୁ ବାରଜଣଙ୍କୁ ବାଛିଲେ। ସେ ଏହି ଶିଷ୍ୟମାନଙ୍କୁ ‘ପ୍ରେରିତ’ ନାମ ଦେଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 6:13

Následuj nás:

Reklamy


Reklamy