ଲୂକ ଲିଖିତ ସୁସମାଚାର 6:19 - ଓଡିଆ ବାଇବେଲ19 ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ଲୋକସମୂହ ତାହାଙ୍କୁ ସ୍ପର୍ଶ କରିବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ନିର୍ଗତ ହୋଇ ସମସ୍ତଙ୍କୁ ସୁସ୍ଥ କରୁଥିଲା। Viz kapitolaପବିତ୍ର ବାଇବଲ (CL) NT (BSI)19 ସମସ୍ତେ ତାଙ୍କୁ ସ୍ପର୍ଶ କରିବାକୁ ଚେଷ୍ଟା କରୁଥିଲେ, କାରଣ ତାଙ୍କଠାରୁ ଶକ୍ତି ନିର୍ଗତ ହୋଇ ସମସ୍ତଙ୍କୁ ସୁସ୍ଥ କରୁଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା। Viz kapitolaପବିତ୍ର ବାଇବଲ19 ସମସ୍ତ ଲୋକେ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ। କାରଣ ତାହାଙ୍କ ଦେହରୁ ଶକ୍ତି ବାହାରୁ ଥିଲା। ସେ ସେହି ଲୋକମାନଙ୍କୁ ସୁସ୍ଥ କରିଦେଲେ। Viz kapitola |