ଲୂକ ଲିଖିତ ସୁସମାଚାର 6:20 - ଓଡିଆ ବାଇବେଲ20 ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କର । Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେସମୟରେ ସେ ଆପଣା ଶିଷ୍ୟମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେ-ମାନେ ଧନ୍ୟ, କାରଣ ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କର। Viz kapitolaପବିତ୍ର ବାଇବଲ (CL) NT (BSI)20 ଯୀଶୁ ତାଙ୍କର ଶିଷ୍ୟମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ: “ହେ ଦୀନହୀନମାନେ, ତୁମ୍ଭେମାନେ ଧନ୍ୟ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କର! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର। Viz kapitolaପବିତ୍ର ବାଇବଲ20 ଶିଷ୍ୟମାନଙ୍କ ଆଡ଼କୁ ଗ୍ଭହିଁ ଯୀଶୁ କହିଲେ, “ହେ ଦୀନହୀନ ଲୋକମାନେ! ତୁମ୍ଭେମାନେ ଧନ୍ୟ କାରଣ ତୁମ୍ଭେମାନେ ସ୍ୱର୍ଗରାଜ୍ୟର ଅଧିକାରୀ। Viz kapitola |