ଲୂକ ଲିଖିତ ସୁସମାଚାର 6:23 - ଓଡିଆ ବାଇବେଲ23 ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେହି ଦିନ ଆନନ୍ଦ କରି ନୃତ୍ୟ କର, କାରଣ ଦେଖ, ସ୍ଵର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ, ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)23 ସେତେବେଳେ ଆନନ୍ଦିତ ହୋଇ ନାଚିଉଠ, କାରଣ ସ୍ୱର୍ଗରେ ତୁମ ନିମନ୍ତେ ମହାପୁରସ୍କାର ରଖାଯାଇଛି। ସେମାନଙ୍କ ପୂର୍ବପୁରୁଷମାନେ ଭାବବାଦୀମାନଙ୍କ ପ୍ରତି ଠିକ୍ ଏହିପରି କରିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।” Viz kapitolaପବିତ୍ର ବାଇବଲ23 ସେତେବେଳେ ଆନନ୍ଦରେ ନାଚି ଉଠିବ। କାରଣ ତୁମ୍ଭମାନଙ୍କ ପାଇଁ ସ୍ୱର୍ଗରେ ମହା ପୁରସ୍କାର ରହିଛି। ସେମାନଙ୍କର ପୂର୍ବପୁରୁଷମାନେ ଭବିଷ୍ୟଦ୍ବକ୍ତାମାନଙ୍କୁ ଠିକ୍ ସେହିଭଳି ବ୍ୟବହାର ଦେଖାଇ ଥିଲେ ଯେଉଁଭଳି ଏବେ ସେମାନେ ତୁମ୍ଭକୁ ବ୍ୟବହାର ଦେଖାଉଛନ୍ତି। Viz kapitola |