ଲୂକ ଲିଖିତ ସୁସମାଚାର 6:44 - ଓଡିଆ ବାଇବେଲ44 କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାବୁଦାରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)44 କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ଵାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମିରି ତୋଳନ୍ତି ନାହିଁ, କିମ୍ଵା କଣ୍ଟାବୁଦାରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)44 ପ୍ରତ୍ୟେକ ଗଛ ତା’ର ଫଳ ଦ୍ୱାରା ଚିହ୍ନାଯାଏ; ତୁମ୍ଭେମାନେ କଣ୍ଟା ଗଛରୁ ଡ଼ିମିରି କିମ୍ବା କଣ୍ଟା ବୁଦାରୁ ଅଙ୍ଗୁର ତୋଳି ପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାଗଛରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ। Viz kapitolaପବିତ୍ର ବାଇବଲ44 ପ୍ରତ୍ୟେକ ଗଛ ତା'ର ଫଳ ଦ୍ୱାରା ଚିହ୍ନି ହୁଏ। ଲୋକମାନେ ଅନାବନା କଣ୍ଟା ଗଛରୁ ଡିମ୍ବିରିଫଳ ସଂଗ୍ରହ କରନ୍ତି ନାହିଁ କି କଣ୍ଟା ବୁଦାରୁ ଦ୍ରାକ୍ଷାକୋଳି ପାଆନ୍ତି ନାହିଁ। Viz kapitola |