ଲୂକ ଲିଖିତ ସୁସମାଚାର 7:14 - ଓଡିଆ ବାଇବେଲ14 ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ । Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ, ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି ବାହକମାନେ ଠିଆ ହୁଅନ୍ତେ, ସେ କହିଲେ, ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ। Viz kapitolaପବିତ୍ର ବାଇବଲ (CL) NT (BSI)14 ତା’ପରେ ସେ ଯାଇ ଶବାଧାରକୁ ଛୁଇଁଲେ ଏବଂ ଶବାଧାରକୁ ବୋହି ନେଇ ଯାଉଥିବା ଲୋକମାନେ ଅଟକି ଗଲେ। ଯୀଶୁ କହିଲେ, “ହେ ଯୁବକ! ମୁଁ ତୁମକୁ କହୁଛି, ଉଠ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ।” Viz kapitolaପବିତ୍ର ବାଇବଲ14 ଯୀଶୁ କୋକେଇ ପାଖକୁ ଯାଇ ତାହା ଛୁଇଁଲେ। କୋକେଇ କାନ୍ଧେଇ ନେଉଥିବା ଲୋକେ ଅଟକିଗଲେ। ଯୀଶୁ ମୃତ ପୁତ୍ରକୁ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଛି ଠିଆ ହୁଅ।” Viz kapitola |