ଲୂକ ଲିଖିତ ସୁସମାଚାର 7:15 - ଓଡିଆ ବାଇବେଲ15 ସେଥିରେ ମୃତ ଯୁବକଟି ଉଠି ବସିଲା ଆଉ କଥା କହିବାକୁ ଲାଗିଲା, ପୁଣି, ସେ ତାହାକୁ ତାହାର ମାତାର ହସ୍ତରେ ସମର୍ପଣ କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେଥିରେ ମୃତ ଲୋକଟି ଉଠି ବସିଲା, ଆଉ କଥା କହିବାକୁ ଲାଗିଲା, ପୁଣି ସେ ତାହାକୁ ତାହାର ମାତାର ହସ୍ତରେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)15 ମୃତ ଲୋକଟି ଉଠି ବସିଲା ଓ କଥା କହିବାକୁ ଲାଗିଲା ଏବଂ ଯୀଶୁ ତାକୁ ତା’ର ମା’ଙ୍କ ହାତରେ ସମର୍ପଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେଥିରେ ମୃତ ଯୁବକଟି ଉଠି ବସିଲା ଆଉ କଥା କହିବାକୁ ଲାଗିଲା, ପୁଣି, ସେ ତାହାକୁ ତାହାର ମାତାର ହସ୍ତରେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ15 ମୃତ ପୁତ୍ର ଉଠି ବସିଲା। ସେ କଥା କହିବାକୁ ଲାଗିଲା। ଯୀଶୁ ତାକୁ ତା’ ମା ହାତରେ ଦେଇଦେଲେ। Viz kapitola |