ଲୂକ ଲିଖିତ ସୁସମାଚାର 7:25 - ଓଡିଆ ବାଇବେଲ25 ତାହା ନ ହେଲେ ତୁମ୍ଭେମାନେ କ'ଣ ଦେଖିବା ପାଇଁ ବାହାରିଯାଇଥିଲ ? କ'ଣ ଦାମୀ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ ? ଦେଖ, ଯେଉଁମାନେ ସୁନ୍ଦର ପୋଷାକ ପିନ୍ଧନ୍ତି ଏବଂ ସୁଖରେ ସମୟ କଟାନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)25 ତାହା ନ ହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରି ଯାଇଥିଲ? କଅଣ ସୂକ୍ଷ୍ମବସ୍ତ୍ର ପରିହିତ ଜଣେ ବ୍ୟକ୍ତିଙ୍କି? ଦେଖ, ଯେଉଁମାନେ ସୁନ୍ଦର ବସ୍ତ୍ର ପରିଧାନ କରି ବିଷୟସୁଖରେ କାଳ କ୍ଷେପଣ କରନ୍ତି, ସେମାନେ ରାଜବାଟୀରେ ଥାଆନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)25 କ’ଣ ଦେଖିବାକୁ ଯାଇଥିଲ? କ’ଣ ସୌଖୀନ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିକୁ? ସେହିପରି ପୋଷାକ ପରିଧାନ କରି ବିଳାସ ବ୍ୟସନରେ ମଜ୍ଜି ରହିଥିବା ଲୋକମାନେ ରାଜପ୍ରାସାଦରେ ବାସ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତାହା ନ ହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ଦାମୀ ବସ୍ତ୍ର ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୁନ୍ଦର ବସ୍ତ୍ର ପିନ୍ଧନ୍ତି ଏବଂ ସୁଖରେ ସମୟ କଟାନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି। Viz kapitolaପବିତ୍ର ବାଇବଲ25 ତା'ନ ହେଲେ, ତୁମ୍ଭେ କ’ଣ ଦେଖିବାକୁ ସେଠାକୁ ଯାଇଥିଲ? କ’ଣ ଉତ୍ତମ ବସ୍ତ୍ର ପିନ୍ଧିଥିବା ଜଣେ ଲୋକକୁ? ନା, ଯେଉଁମାନେ ଉତ୍ତମ ବସ୍ତ୍ର ପିନ୍ଧନ୍ତି ଏବଂ ଆମୋଦ ପ୍ରମୋଦରେ ଜୀବନ କଟାନ୍ତି, ସେମାନେ ତ ରାଜାଙ୍କ ପ୍ରାସାଦ ମାନଙ୍କରେ ଥା’ନ୍ତି। Viz kapitola |