Online Bible

- Reklamy -




ଲୂକ ଲିଖିତ ସୁସମାଚାର 7:32 - ଓଡିଆ ବାଇବେଲ

32 ଯେଉଁ ପିଲାମାନେ ହାଟବଜାରରେ ବସି ପରସ୍ପରକୁ ଡାକି କହନ୍ତି, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ କାନ୍ଦିଲ ନାହିଁ, ସେମାନେ ସେମାନଙ୍କ ପରି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଯେଉଁ ପିଲାମାନେ ହାଟବଜାରରେ ବସି ପରସ୍ପରକୁ ଡାକି କହନ୍ତି, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ କାନ୍ଦିଲ ନାହିଁ, ସେମାନେ ସେମାନଙ୍କ ପରି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

32 ସେମାନେ ବଜାରରେ ବସିଥିବା ପିଲାମାନଙ୍କ ପରି। ଗୋଟିଏ ଦଳ ଆଉ ଗୋଟିଏ ଦଳକୁ ଚିକ୍ରାର କରି କହନ୍ତି, “ଆମେ ତୁମ ପାଇଁ ବିବାହ ବାଦ୍ୟ ବଜାଇଲୁ, କିନ୍ତୁ ତୁମ୍ଭେମାନେ ନାଚିଲ ନାହିଁ। ଆମେ ବିଳାପର ଗୀତି ଗାଇଲୁ, କିନ୍ତୁ ତୁମ୍ଭେମାନେ କାନ୍ଦିଲ ନାହିଁ।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଯେଉଁ ପିଲାମାନେ ହାଟବଜାରରେ ବସି ପରସ୍ପରକୁ ଡାକି କହନ୍ତି, ‘ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ କାନ୍ଦିଲ ନାହିଁ, ସେମାନେ ସେମାନଙ୍କ ପରି।’

Viz kapitola kopírovat

ପବିତ୍ର ବାଇବଲ

32 ସେମାନେ ବଜାରରେ, ବସିଥିବା ସେହି ପିଲାମାନଙ୍କ ଭଳି, ଯେଉଁମାନଙ୍କ ଭିତରୁ ଦଳେ ଅନ୍ୟ ଦଳକୁ କହନ୍ତି: ‘ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ, କିନ୍ତୁ ତୁମ୍ଭେ ନାଚିଲ ନାହିଁ। ଆମ୍ଭେ ଗୋଟିଏ ଶୋକଗୀତ ଗାଇଲୁ, କିନ୍ତୁ ତୁମ୍ଭେମାନେ କାନ୍ଦିଲ ନାହିଁ।’

Viz kapitola kopírovat




ଲୂକ ଲିଖିତ ସୁସମାଚାର 7:32

Následuj nás:

Reklamy


Reklamy