ଲୂକ ଲିଖିତ ସୁସମାଚାର 7:42 - ଓଡିଆ ବାଇବେଲ42 ଋଣ ସୁଝିବାକୁ ସେମାନଙ୍କର କିଛି ନ ଥିବାରୁ ସେ ଉଭୟଙ୍କର ଋଣ କ୍ଷମା କଲେ । ଏଣୁ ସେମାନଙ୍କ ମଧ୍ୟରୁ କିଏ ତାହାଙ୍କୁ ଅଧିକ ପ୍ରେମ କରିବ ? Viz kapitolaପବିତ୍ର ବାଇବଲ (Re-edited) - (BSI)42 ପରିଶୋଧ କରିବାକୁ ସେମାନଙ୍କର କିଛି ନ ଥିବାରୁ ସେ ଉଭୟଙ୍କର ଋଣ ଛାଡ଼ିଦେଲେ। ଏଣୁ ସେମାନଙ୍କ ମଧ୍ୟରୁ କିଏ ତାଙ୍କୁ ଅଧିକ ପ୍ରେମ କରିବ? Viz kapitolaପବିତ୍ର ବାଇବଲ (CL) NT (BSI)42 ସେମାନଙ୍କ ମଧ୍ୟରୁ କେହି ଋଣ ପରିଶୋଧ କରି ପାରିଲେ ନାହିଁ। ତେଣୁ ମହାଜନ ଦୁଇ ଜଣଙ୍କ ଋଣ ଛାଡ଼ କରିଦେଲେ। ତେବେ କେଉଁ ଲୋକଟି ତାଙ୍କୁ ଅଧିକ ପ୍ରେମ କରିବ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଋଣ ସୁଝିବାକୁ ସେମାନଙ୍କର କିଛି ନ ଥିବାରୁ ସେ ଉଭୟଙ୍କର ଋଣ କ୍ଷମା କଲେ। ଏଣୁ ସେମାନଙ୍କ ମଧ୍ୟରୁ କିଏ ତାହାଙ୍କୁ ଅଧିକ ପ୍ରେମ କରିବ?” Viz kapitolaପବିତ୍ର ବାଇବଲ42 ସେମାନଙ୍କ ପାଖରେ ଟଙ୍କା ନ ଥିବାରୁ ସେମାନେ ଋଣ ପରିଶୋଧ କରି ପାରୁ ନ ଥିଲେ। ତେଣୁ ସାହୁକାର ଦୁଇଜଣଙ୍କୁ ଋଣ ମୁକ୍ତ କରିଦେଲେ। ତେବେ ଏ ଦୁଇଜଣଙ୍କ ମଧ୍ୟରେ କିଏ ସାହୁକାରଙ୍କୁ ଅଧିକ ଭଲ ପାଇବ? Viz kapitola |