ଲୂକ ଲିଖିତ ସୁସମାଚାର 8:14 - ଓଡିଆ ବାଇବେଲ14 ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବସବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏହିପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନଯାତ୍ରା କରୁ କରୁ ଚାପି ହୋଇଯାଆନ୍ତି, ପୁଣି ପରିପକ୍ଵ ଫଳ ଉତ୍ପନ୍ନ କରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)14 ଯେଉଁମାନେ ବାର୍ତ୍ତା ଶୁଣନ୍ତି, କିନ୍ତୁ ସାଂସାରିକ ଚିନ୍ତା, ଧନ ସମ୍ପତ୍ତି ଓ ଭୋଗ ବିଳାସରେ ମଜ୍ଜି ରହନ୍ତି, ସେମାନେ କଣ୍ଟା ବୁଦାରେ ପଡ଼ିଥିବା ବିହନ ପରି। ସେସବୁ ସେମାନଙ୍କ ଜୀବନକୁ ଗ୍ରାସି ପକାଏ ଏବଂ ସେମାନେ ପରିପକ୍ୱ ଫଳ ଉତ୍ପନ୍ନ କରି ପାରନ୍ତି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ। Viz kapitolaପବିତ୍ର ବାଇବଲ14 “ଯେଉଁ ବୀଜ କଣ୍ଟା ବୁଦାରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି କିନ୍ତୁ ଚିନ୍ତା, ଧନ, ସମ୍ପତ୍ତି, ଜୀବନର ଭୋଗ ବିଳାସ ଆଦି ସେମାନଙ୍କୁ ବଢ଼ିବାରୁ ବାଧାଦିଏ। ତା’ ଫଳରେ ସେଥିରୁ ଭଲ ଫଳ ମିଳି ପାରେ ନାହିଁ। Viz kapitola |