ଲୂକ ଲିଖିତ ସୁସମାଚାର 8:29 - ଓଡିଆ ବାଇବେଲ29 କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ । ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି, ଲୋକେ ତାହାକୁ ଶିକୁଳି ଓ ହାତ କଡ଼ି ଦ୍ୱାରା ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ଡାଇପକାଇ ଭୂତ ଦ୍ୱାରା ପ୍ରାନ୍ତରକୁ ଚାଳିତ ହେଉଥିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)29 କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ। ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି ଲୋକେ ତାହାଙ୍କୁ ଜଞ୍ଜିର ଓ ବେଡ଼ିରେ ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ତାଇ ପକାଇ ଭୂତ ଦ୍ଵାରା ପ୍ରାନ୍ତରକୁ ଚାଳିତ ହେଉଥିଲା। Viz kapitolaପବିତ୍ର ବାଇବଲ (CL) NT (BSI)29 ଯୀଶୁ ତା’ଠାରୁ ଭୂତକୁ ବାହାରି ଯିବା ପାଇଁ ଆଦେଶ ଦେଇ ଥିବାରୁ ସେ ଏପରି କହିଲା। ଅନେକ ଥର ପୂଜ ତାକୁ ଆକ୍ରମଣ କରିଥିଲା। ତା’ର ହାତ ଓ ଗୋଡ଼କୁ ଜଞ୍ଜିରରେ ବାନ୍ଧି ରଖିଲେ ମଧ୍ୟ, ସେ ଜଞ୍ଜିର ଛିଣ୍ଡାଇ ପକାଇ ଥିଲା ଏବଂ ଭୂତ ତାକୁ ନିର୍ଜ୍ଜନ ସ୍ଥାନକୁ ନେଇ ଯାଉଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ। ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି, ଲୋକେ ତାହାକୁ ଜଞ୍ଜିର ଓ ବେଡ଼ିସବୁ ଦ୍ୱାରା ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ଡାଇପକାଇ ଭୂତ ଦ୍ୱାରା ପ୍ରାନ୍ତରକୁ ଚାଳିତ ହେଉଥିଲା। Viz kapitola |