Online Bible

- Reklamy -




ଲୂକ ଲିଖିତ ସୁସମାଚାର 8:4 - ଓଡିଆ ବାଇବେଲ

4 ବହୁସଂଖ୍ୟକ ଲୋକ ଏକତ୍ର ହୁଅନ୍ତେ ଓ ନଗରୁ ନଗରୁ ଲୋକେ ତାହାଙ୍କ ନିକଟକୁ ଆସନ୍ତେ ସେ ଦୃଷ୍ଟାନ୍ତ ଦେଇ କହିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ବହୁସଂଖ୍ୟକ ଲୋକ ଏକତ୍ର ହୁଅନ୍ତେ ଓ ନଗରୁ ନଗରୁ ଲୋକେ ତାହାଙ୍କ ନିକଟକୁ ଆସନ୍ତେ, ସେ ଦୃଷ୍ଟାନ୍ତ ଦେଇ କହିଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

4 ଲୋକମାନେ ଗୋଟିକ ପରେ ଗୋଟିଏ ସହରରୁ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ ଓ ଯେତେବେଳେ ବହୁତ ଜନଗହଳି ହେଲା, ଯୀଶୁ ଏହି ଦୃଷ୍ଟାନ୍ତ କଥା କହିଲେ:

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ବହୁସଂଖ୍ୟକ ଲୋକ ଏକତ୍ର ହୁଅନ୍ତେ ଓ ନଗରୁ ନଗରୁ ଲୋକେ ତାହାଙ୍କ ନିକଟକୁ ଆସନ୍ତେ ସେ ଦୃଷ୍ଟାନ୍ତ ଦେଇ କହିଲେ,

Viz kapitola kopírovat

ପବିତ୍ର ବାଇବଲ

4 ବହୁ ଲୋକ ଆସି ଜମା ହୋଇଗଲେ। ପ୍ରତ୍ୟେକ ନଗରରୁ ଲୋକେ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ:

Viz kapitola kopírovat




ଲୂକ ଲିଖିତ ସୁସମାଚାର 8:4

Následuj nás:

Reklamy


Reklamy