ଲୂକ ଲିଖିତ ସୁସମାଚାର 8:40 - ଓଡିଆ ବାଇବେଲ40 ଯୀଶୁ ଫେରିଆସନ୍ତେ ଲୋକସମୂହ ତାହାଙ୍କୁ ଆନନ୍ଦରେ ଗ୍ରହଣ କଲେ, କାରଣ ସମସ୍ତେ ତାହାଙ୍କ ଅପେକ୍ଷାରେ ଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)40 ଯୀଶୁ ବାହୁଡ଼ି ଆସନ୍ତେ, ଲୋକସମୂହ ତାହାଙ୍କୁ ଆନନ୍ଦରେ ଗ୍ରହଣ କଲେ, କାରଣ ସମସ୍ତେ ତାହାଙ୍କ ଅପେକ୍ଷାରେ ଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)40 ଯେତେବେଳେ ଯୀଶୁ ହ୍ରଦର ଆର ପାରିକୁ ଆସିଲେ, ଅନେକ ଲୋକ ସେଠାରେ ତାଙ୍କୁ ସ୍ୱାଗତ କଲେ, କାରଣ ସେମାନେ ତାଙ୍କ ଅପେକ୍ଷାରେ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଯୀଶୁ ଫେରିଆସନ୍ତେ ଲୋକସମୂହ ତାହାଙ୍କୁ ଆନନ୍ଦରେ ଗ୍ରହଣ କଲେ, କାରଣ ସମସ୍ତେ ତାହାଙ୍କ ଅପେକ୍ଷାରେ ଥିଲେ। Viz kapitolaପବିତ୍ର ବାଇବଲ40 ଯୀଶୁ ଗାଲିଲୀ ଫେରିଯିବା ପରେ ଲୋକମାନେ ତାହାଙ୍କୁ ସ୍ୱାଗତ କଲେ। ସମସ୍ତେ ତାହାଙ୍କୁ ଅପେକ୍ଷା କରି ରହିଥିଲେ। Viz kapitola |